Biblia Todo Logo
Bib sou entènèt

- Piblisite -




ଗୀତସଂହିତା 141:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଗ୍ଭହୁଁ ଅଛି। ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଗ୍ଭହିଁଅଛି। ତେଣୁ ମୋତେ ମୃତ୍ୟୁବରଣ କରିବାକୁ ଦିଅ ନାହିଁ।

Gade chapit la Kopi




ଗୀତସଂହିତା 141:8
9 Referans Kwoze  

ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”


ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।


ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।


ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


Swiv nou:

Piblisite


Piblisite