ଗୀତସଂହିତା 142:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। Gade chapit laପବିତ୍ର ବାଇବଲ (Re-edited) - (BSI)5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। Gade chapit laଓଡିଆ ବାଇବେଲ5 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। Gade chapit laପବିତ୍ର ବାଇବଲ5 ସଦାପ୍ରଭୁ, ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକେ: “ସଦାପ୍ରଭୁ ତୁମ୍ଭେ ମୋର ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ଯାହା ମୁଁ ଜୀବନରେ ଦରକାର କରେ।” Gade chapit la |