Biblia Todo Logo
Bib sou entènèt

- Piblisite -




ଗୀତସଂହିତା 143:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;

Gade chapit la Kopi

ଓଡିଆ ବାଇବେଲ

11 ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।

Gade chapit la Kopi

ପବିତ୍ର ବାଇବଲ

11 ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ, ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର।

Gade chapit la Kopi




ଗୀତସଂହିତା 143:11
19 Referans Kwoze  

ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।


ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।


ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।


ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।


ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।


ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।


ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍‍।


ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?


ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।


ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।


ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।


ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର। ବୌ।


ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।


Swiv nou:

Piblisite


Piblisite