Biblia Todo Logo
Bib sou entènèt

- Piblisite -




ଗୀତସଂହିତା 143:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।

Gade chapit la Kopi

ପବିତ୍ର ବାଇବଲ

12 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦ୍ୱାରା ମୋର ଶତ୍ରୁମାନଙ୍କୁ ପରାସ୍ତ କର। ଯେଉଁମାନେ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି, ସେମାନଙ୍କୁ ଧ୍ୱଂସ କର। କାରଣ ମୁଁ ତୁମ୍ଭର ସେବକ ଅଟେ।

Gade chapit la Kopi




ଗୀତସଂହିତା 143:12
10 Referans Kwoze  

ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।


ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।


ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।


ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]


ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।


ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।


ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।


Swiv nou:

Piblisite


Piblisite