ଗୀତସଂହିତା 143:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। Gade chapit laଓଡିଆ ବାଇବେଲ2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ2 ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।