Biblia Todo Logo
Bib sou entènèt

- Piblisite -




ଗୀତସଂହିତା 143:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

4 ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ତ୍ୟାଗ କରିବାକୁ ପ୍ରସ୍ତୁତ। ମୁଁ ମୋର ସାହସ ହରାଉଛି।

Gade chapit la Kopi




ଗୀତସଂହିତା 143:4
13 Referans Kwoze  

ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।


ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]


ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।


ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।


ମୋʼ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।


ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।


ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।


ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।


ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।


ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।


Swiv nou:

Piblisite


Piblisite