Biblia Todo Logo
Bib sou entènèt

- Piblisite -




ଗୀତସଂହିତା 143:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛିନ୍ତ ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।

Gade chapit la Kopi

ଓଡିଆ ବାଇବେଲ

5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷୟରେ ଭାବେ। ତୁମ୍ଭେ ଯାହାସବୁ କର ମୁଁ ସେସବୁ ବିଷୟରେ ଭାବେ।

Gade chapit la Kopi




ଗୀତସଂହିତା 143:5
10 Referans Kwoze  

ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”


ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।


ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।


ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।


Swiv nou:

Piblisite


Piblisite