ଗୀତସଂହିତା 143:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା] Gade chapit laପବିତ୍ର ବାଇବଲ (Re-edited) - (BSI)6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା Gade chapit laଓଡିଆ ବାଇବେଲ6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା] Gade chapit laପବିତ୍ର ବାଇବଲ6 ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାଯ୍ୟ ଅପେକ୍ଷାରେ ଅଛି, ଯେପରି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ। ସେଲା Gade chapit la |