Biblia Todo Logo
Bib sou entènèt

- Piblisite -




ଗୀତସଂହିତା 144:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?

Gade chapit la Kopi

ଓଡିଆ ବାଇବେଲ

3 ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ?

Gade chapit la Kopi

ପବିତ୍ର ବାଇବଲ

3 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ କାହିଁକି? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ୟାନ ଦିଅ?

Gade chapit la Kopi




ଗୀତସଂହିତା 144:3
7 Referans Kwoze  

ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?


ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,


କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, “ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ?


ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?


ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।


ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?


Swiv nou:

Piblisite


Piblisite