Biblia Todo Logo
Bib sou entènèt

- Piblisite -




ଗୀତସଂହିତା 145:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।

Gade chapit la Kopi

ଓଡିଆ ବାଇବେଲ

3 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ। ଆମ୍ଭେମାନେ ତାହାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।

Gade chapit la Kopi




ଗୀତସଂହିତା 145:3
14 Referans Kwoze  

ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।


ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!


ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;


ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।


ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି।


ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।


ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।


କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।


ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”


ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।


କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।


ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ।


ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।


Swiv nou:

Piblisite


Piblisite