Biblia Todo Logo
Bib sou entènèt

- Piblisite -




ଗୀତସଂହିତା 146:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ଓଡିଆ ବାଇବେଲ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁଙ୍କର ପ୍ରଶଂସା କର! ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 146:1
4 Referans Kwoze  

ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।


ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


Swiv nou:

Piblisite


Piblisite