ଗୀତସଂହିତା 146:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି। Gade chapit laଓଡିଆ ବାଇବେଲ2 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି। Gade chapit laପବିତ୍ର ବାଇବଲ2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି। Gade chapit la |