ଗୀତସଂହିତା 146:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। Gade chapit laଓଡିଆ ବାଇବେଲ7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। Gade chapit laପବିତ୍ର ବାଇବଲ7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।