Biblia Todo Logo
Bib sou entènèt

- Piblisite -




ଗୀତସଂହିତା 147:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।

Gade chapit la Kopi

ଓଡିଆ ବାଇବେଲ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।

Gade chapit la Kopi

ପବିତ୍ର ବାଇବଲ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ! ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।

Gade chapit la Kopi




ଗୀତସଂହିତା 147:1
10 Referans Kwoze  

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।


ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।


ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,


ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।


ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;


ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,


Swiv nou:

Piblisite


Piblisite