Biblia Todo Logo
Bib sou entènèt

- Piblisite -




ଗୀତସଂହିତା 147:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର;

Gade chapit la Kopi

ଓଡିଆ ବାଇବେଲ

7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;

Gade chapit la Kopi

ପବିତ୍ର ବାଇବଲ

7 ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ। ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର।

Gade chapit la Kopi




ଗୀତସଂହିତା 147:7
8 Referans Kwoze  

ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା]


ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।


Swiv nou:

Piblisite


Piblisite