Biblia Todo Logo
Bib sou entènèt

- Piblisite -




ଗୀତସଂହିତା 148:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୃଥିବୀର ରାଜଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।

Gade chapit la Kopi

ଓଡିଆ ବାଇବେଲ

11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।

Gade chapit la Kopi

ପବିତ୍ର ବାଇବଲ

11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର। ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।

Gade chapit la Kopi




ଗୀତସଂହିତା 148:11
12 Referans Kwoze  

ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।


ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।


ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।


Swiv nou:

Piblisite


Piblisite