ଗୀତସଂହିତା 148:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; Gade chapit laଓଡିଆ ବାଇବେଲ13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। Gade chapit laପବିତ୍ର ବାଇବଲ13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ। Gade chapit la |