Biblia Todo Logo
Bib sou entènèt

- Piblisite -




ଗୀତସଂହିତା 148:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ଓଡିଆ ବାଇବେଲ

3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ

3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର! ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 148:3
8 Referans Kwoze  

କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”


“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;


Swiv nou:

Piblisite


Piblisite