Biblia Todo Logo
Bib sou entènèt

- Piblisite -




ଗୀତସଂହିତା 149:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଭକ୍ତଗଣ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ଵରଙ୍କ ଉଚ୍ଚ ପ୍ରଶଂସା ଥାଉ;

Gade chapit la Kopi

ଓଡିଆ ବାଇବେଲ

5 ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର! ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।

Gade chapit la Kopi




ଗୀତସଂହିତା 149:5
12 Referans Kwoze  

‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି


ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;


ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।


ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।


ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।


ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,


ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।


ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ।


ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।


Swiv nou:

Piblisite


Piblisite