Biblia Todo Logo
Bib sou entènèt

- Piblisite -




ଗୀତସଂହିତା 149:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,

Gade chapit la Kopi

ଓଡିଆ ବାଇବେଲ

7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,

Gade chapit la Kopi

ପବିତ୍ର ବାଇବଲ

7 ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ। ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।

Gade chapit la Kopi




ଗୀତସଂହିତା 149:7
12 Referans Kwoze  

ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’


ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।


ଏଥିମଧ୍ୟରେ ରାଜାଙ୍କ ନାନା ପ୍ରଦେଶ ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।


ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍‍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।


ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।


Swiv nou:

Piblisite


Piblisite