Biblia Todo Logo
Bib sou entènèt

- Piblisite -




ଗୀତସଂହିତା 149:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେମାନଙ୍କ ରାଜଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,

Gade chapit la Kopi

ଓଡିଆ ବାଇବେଲ

8 ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,

Gade chapit la Kopi

ପବିତ୍ର ବାଇବଲ

8 ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।

Gade chapit la Kopi




ଗୀତସଂହିତା 149:8
4 Referans Kwoze  

ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି,


ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ


Swiv nou:

Piblisite


Piblisite