ଗୀତସଂହିତା 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ? Gade chapit laପବିତ୍ର ବାଇବଲ (Re-edited) - (BSI)1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ? Gade chapit laଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ? Gade chapit laପବିତ୍ର ବାଇବଲ1 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ? Gade chapit la |