ଗୀତସଂହିତା 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। Gade chapit laଓଡିଆ ବାଇବେଲ2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। Gade chapit laପବିତ୍ର ବାଇବଲ2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ, ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ। Gade chapit la |
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?