Biblia Todo Logo
Bib sou entènèt

- Piblisite -




ଗୀତସଂହିତା 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।

Gade chapit la Kopi

ଓଡିଆ ବାଇବେଲ

9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ। ଏପରିକି ମୋର ଶରୀର ନିରାପଦରେ ରହିବ।

Gade chapit la Kopi




ଗୀତସଂହିତା 16:9
13 Referans Kwoze  

ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,


ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।


ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।


ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।


ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।


ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”


Swiv nou:

Piblisite


Piblisite