ଗୀତସଂହିତା 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋʼ ର କଥା ଶୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ଵର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋର କଥା ଶୁଣ। Gade chapit laଓଡିଆ ବାଇବେଲ6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ। Gade chapit laପବିତ୍ର ବାଇବଲ6 ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ। ତେଣୁ ବର୍ତ୍ତମାନ ମୋର କଥା ଶୁଣ। Gade chapit la |