ଗୀତସଂହିତା 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ ମଧ୍ୟ ଆକାଶମଣ୍ତଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; (ତାହା) ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର। Gade chapit laଓଡିଆ ବାଇବେଲ13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ। Gade chapit laପବିତ୍ର ବାଇବଲ13 ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ। Gade chapit la |