ଗୀତସଂହିତା 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋହର ଅବଲମ୍ଵନ ହେଲେ। Gade chapit laଓଡିଆ ବାଇବେଲ18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ। Gade chapit laପବିତ୍ର ବାଇବଲ18 ମୁଁ ବିପଦରେ ପଡ଼ିଥିଲି ମୋର ଶତ୍ରୁମାନେ ମୋତେ ଆକ୍ରମଣ କରୁଥିଲେ, କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କରିବାକୁ ସେଠାରେ ଉପସ୍ଥିତ ହେଲେ। Gade chapit la |