Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ଆଉ, ତାହାଙ୍କ ଶାସନସବୁ ମୋ’ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 ମୁଁ ସବୁବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଛି। ମୁଁ ତାଙ୍କ ବ୍ୟବସ୍ଥାଗୁଡ଼ିକୁ ପାଳନ କରେ।

Gade chapit la Kopi




ଗୀତସଂହିତା 18:22
9 Referans Kwoze  

ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।


ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି। ସାମକ୍‍।


ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ପେ।


ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।


ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”


ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ “ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞାଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।


ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।


ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।


Swiv nou:

Piblisite


Piblisite