ଗୀତସଂହିତା 18:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି। Gade chapit laଓଡିଆ ବାଇବେଲ24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି। Gade chapit laପବିତ୍ର ବାଇବଲ24 ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ। ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ। Gade chapit la |