Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;

Gade chapit la Kopi

ଓଡିଆ ବାଇବେଲ

25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;

Gade chapit la Kopi

ପବିତ୍ର ବାଇବଲ

25 ହେ ସଦାପ୍ରଭୁ, ଯଦି କେହି ତୁମ୍ଭକୁ ପ୍ରକୃତରେ ଭଲ ପାଏ, ତୁମ୍ଭେ ନିଶ୍ଚୟ ତାକୁ ଭଲ ପାଇବ। ଯଦି ଜଣେ ବ୍ୟକ୍ତି ତୁମ୍ଭ ପ୍ରତି ନିର୍ମଳ ଅନୁରକ୍ତି ପ୍ରକାଶ କରେ, ତୁମ୍ଭେ ମଧ୍ୟ ତାକୁ ସେହିପରି ପ୍ରତିଦାନ ଦେଇଥାଅ।

Gade chapit la Kopi




ଗୀତସଂହିତା 18:25
14 Referans Kwoze  

ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।


ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।


ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


ତେବେ ଆମ୍ଭେମାନେ କଅଣ କହିବା? ଈଶ୍ବରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ।


ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।


ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।


ଯଦି ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ।


Swiv nou:

Piblisite


Piblisite