ଗୀତସଂହିତା 18:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ; Gade chapit laପବିତ୍ର ବାଇବଲ (Re-edited) - (BSI)26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ; Gade chapit laଓଡିଆ ବାଇବେଲ26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ; Gade chapit laପବିତ୍ର ବାଇବଲ26 ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର, ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦେଖାଇବ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।