Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା।

Gade chapit la Kopi

ଓଡିଆ ବାଇବେଲ

4 ମୃତ୍ୟୁୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା।

Gade chapit la Kopi

ପବିତ୍ର ବାଇବଲ

4 ମୋର ଶତ୍ରୁମାନେ ଯେତେବେଳେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ, ମୃତ୍ୟୁର ରଶି ମୋତେ ସେତେବେଳେ ବାନ୍ଧିବାକୁ ଯାଉଥିଲା ମୋର ଗ୍ଭରିଆଡ଼ୁ। ମୁଁ ବନ୍ୟାରେ କବଳିତ ହୋଇ ମୃତ୍ୟୁ ଆଡ଼କୁ ଭାସି ଗ୍ଭଲିଥିଲି,

Gade chapit la Kopi




ଗୀତସଂହିତା 18:4
18 Referans Kwoze  

ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।


ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;


ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ୍ଗ ଓ ଯଷ୍ଟି ଧରି ଆସିଲେ।


ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା


କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।


ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା।


ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;


ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି “ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।”


ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।


Swiv nou:

Piblisite


Piblisite