ଗୀତସଂହିତା 18:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। Gade chapit laଓଡିଆ ବାଇବେଲ44 ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। Gade chapit laପବିତ୍ର ବାଇବଲ44 ସେହି ଲୋକମାନେ ମୋ’ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମୋତେ ମାନିବେ। ସେହି ବିଦେଶୀମାନେ ମୋତେ ଦେଖି ଭୟଭୀତ ହେବେ। Gade chapit la |