Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

47 ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

47 ପରମେଶ୍ୱର ମୋ’ ପାଇଁ ମୋର ଶତ୍ରୁମାନଙ୍କୁ ଦଣ୍ଡ ଦିଅନ୍ତି। ସେ ଲୋକମାନଙ୍କୁ ମୋର ନିୟନ୍ତ୍ରଣରେ ରଖନ୍ତି।

Gade chapit la Kopi




ଗୀତସଂହିତା 18:47
7 Referans Kwoze  

ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।


ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”


ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।


ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।


ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।


ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”


ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।


Swiv nou:

Piblisite


Piblisite