ଗୀତସଂହିତା 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା। Gade chapit laଓଡିଆ ବାଇବେଲ8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। Gade chapit laପବିତ୍ର ବାଇବଲ8 ତାଙ୍କ ନାକରୁ ଧୂଆଁ ନିର୍ଗତ ହେଲା। ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କ ମୁଖରୁ ବାହାରିଲା। ଜ୍ୱଳନ୍ତା ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା। Gade chapit la |