ଗୀତସଂହିତା 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। Gade chapit laଓଡିଆ ବାଇବେଲ11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। Gade chapit laପବିତ୍ର ବାଇବଲ11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ। ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ। Gade chapit la |
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।