ଗୀତସଂହିତା 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। Gade chapit laପବିତ୍ର ବାଇବଲ (Re-edited) - (BSI)13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି। Gade chapit laଓଡିଆ ବାଇବେଲ13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। Gade chapit laପବିତ୍ର ବାଇବଲ13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର। ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ। ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ ସମସ୍ତ ପାପରୁ ମୁକ୍ତ ହୋଇ ପାରିବି। Gade chapit la |
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।