Biblia Todo Logo
Bib sou entènèt

- Piblisite -




ଗୀତସଂହିତା 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।

Gade chapit la Kopi

ଓଡିଆ ବାଇବେଲ

2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।

Gade chapit la Kopi

ପବିତ୍ର ବାଇବଲ

2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ। ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।

Gade chapit la Kopi




ଗୀତସଂହିତା 19:2
14 Referans Kwoze  

ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।


ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।


ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”


ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”


ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।


ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;


Swiv nou:

Piblisite


Piblisite