Biblia Todo Logo
Bib sou entènèt

- Piblisite -




ଗୀତସଂହିତା 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

4 ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ। ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ। ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।

Gade chapit la Kopi




ଗୀତସଂହିତା 19:4
7 Referans Kwoze  

କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।


ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


Swiv nou:

Piblisite


Piblisite