ଗୀତସଂହିତା 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। Gade chapit laଓଡିଆ ବାଇବେଲ6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। Gade chapit laପବିତ୍ର ବାଇବଲ6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ। ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ। ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି। Gade chapit la |