ଗୀତସଂହିତା 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। Gade chapit laଓଡିଆ ବାଇବେଲ7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। Gade chapit laପବିତ୍ର ବାଇବଲ7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି। ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି ଓ ତୁମ୍ଭେ ମୋର ପୁତ୍ର ହେଲ। Gade chapit la |