ଗୀତସଂହିତା 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ; Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ଵରଙ୍କ ନାମ ତୁମ୍ଭକୁ ଉଚ୍ଚରେ ସ୍ଥାପନ କରୁ; Gade chapit laଓଡିଆ ବାଇବେଲ1 ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ; Gade chapit laପବିତ୍ର ବାଇବଲ1 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ। ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ। Gade chapit la |