ଗୀତସଂହିତା 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ମନ୍ତ୍ରଣାସବୁ ସିଦ୍ଧ କରନ୍ତୁ। Gade chapit laଓଡିଆ ବାଇବେଲ4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ। Gade chapit laପବିତ୍ର ବାଇବଲ4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ। Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’