ଗୀତସଂହିତା 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ। Gade chapit laଓଡିଆ ବାଇବେଲ4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ। Gade chapit laପବିତ୍ର ବାଇବଲ4 ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ। Gade chapit la |