Biblia Todo Logo
Bib sou entènèt

- Piblisite -




ଗୀତସଂହିତା 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ତେଣୁ ହେ ପରମେଶ୍ୱର, ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ। ଆଗରେ ବିପଦ ମାଡ଼ି ଆସୁଛି, ମୋତେ ସାହାଯ୍ୟ କରିବାକୁ କେହି ନାହିଁ।

Gade chapit la Kopi




ଗୀତସଂହିତା 22:11
18 Referans Kwoze  

ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।


କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।


ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?


ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।


ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।


ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।


ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।


ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।


କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।


ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।


ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।


ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।


ପୁଣି, ସେ ଶପଥ ନେଇ ପୁନର୍ବାର ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।


ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।


Swiv nou:

Piblisite


Piblisite