Biblia Todo Logo
Bib sou entènèt

- Piblisite -




ଗୀତସଂହିତା 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ଲୋକମାନେ ମୋର ଗ୍ଭରିପାଖରେ ଘେରି ରହିଛନ୍ତି। ସେମାନେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।

Gade chapit la Kopi




ଗୀତସଂହିତା 22:12
14 Referans Kwoze  

ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।


କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,


ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।


ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;


ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।


ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;


ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।


ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।


ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।


ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।


ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।


Swiv nou:

Piblisite


Piblisite