Biblia Todo Logo
Bib sou entènèt

- Piblisite -




ଗୀତସଂହିତା 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ସେହି ଲୋକମାନେ ମୋର ବସ୍ତୁସବୁ ନିଜ ଭିତରେ ବାଣ୍ଟି ନେଲେ। ସେମାନେ ମୋର ଗ୍ଭେଗାକୁ ବାଜି ଲଗାନ୍ତି।

Gade chapit la Kopi




ଗୀତସଂହିତା 22:18
4 Referans Kwoze  

ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।


Swiv nou:

Piblisite


Piblisite