ଗୀତସଂହିତା 22:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣାର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। Gade chapit laଓଡିଆ ବାଇବେଲ21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। Gade chapit laପବିତ୍ର ବାଇବଲ21 ମୋତେ ସିଂହ ମୁଖରୁ ଉଦ୍ଧାର କର। ମୋତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ। Gade chapit la |