Biblia Todo Logo
Bib sou entènèt

- Piblisite -




ଗୀତସଂହିତା 22:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।

Gade chapit la Kopi

ଓଡିଆ ବାଇବେଲ

24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

24 କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ୟକ୍ତିମାନଙ୍କୁ ହିଁ ସାହାଯ୍ୟ କରନ୍ତି। ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। ସେ ସେମାନଙ୍କୁ ଘୃଣା କରନ୍ତି ନାହିଁ। ଯଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାଯ୍ୟ ପ୍ରାର୍ଥନା କରନ୍ତି, ସେ ସେମାନଙ୍କଠାରୁ ନିଜକୁ ଦୂରେଇ ରଖି ପାରିବେ ନାହିଁ।

Gade chapit la Kopi




ଗୀତସଂହିତା 22:24
11 Referans Kwoze  

ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।


ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।


ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।


ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।


ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।


ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।


ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”


Swiv nou:

Piblisite


Piblisite