Biblia Todo Logo
Bib sou entènèt

- Piblisite -




ଗୀତସଂହିତା 22:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।

Gade chapit la Kopi

ଓଡିଆ ବାଇବେଲ

25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।

Gade chapit la Kopi

ପବିତ୍ର ବାଇବଲ

25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।

Gade chapit la Kopi




ଗୀତସଂହିତା 22:25
11 Referans Kwoze  

ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।


ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ


ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।


ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।


ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।


ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।


Swiv nou:

Piblisite


Piblisite